ରବିଧାନ କ୍ରୟ ପାଇଁ ଜିଲ୍ଲାସ୍ତରୀୟ କ୍ରୟ କମିଟିର ବୈଠକ

ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ରବିଧାନ କ୍ରୟ ନିମନ୍ତେ ଜିଲ୍ଲାସ୍ତରୀୟ କ୍ରୟ କମିଟିର ବୈଠକ ଜିଲ୍ଲାପାଳ ଆବୋଲି ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ମଇ ମାସ ୧୬ ତାରିଖରୁ ରବିଧାନ କ୍ରୟ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ମିଳିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes