ରବି ଟକିଜ୍ ଟଙ୍କପାଣି ରୋଡ ପାଇଁ ୨.୬୮ କୋଟି

ଆଜି ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀ ରବି ଟକିଜ୍ ଟଙ୍କପାଣି ରୋଡ ଉନ୍ନତିକରଣ କାର୍ଯ୍ୟ ପାଇଁ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ଦ୍ଵାରା ଶୁଭାରମ୍ଭ ହୋଇଯାଇଛି l

ମନ୍ତ୍ରୀଙ୍କ ଉଦ୍ୟମରେ ପୂର୍ତ୍ତ ବିଭାଗ ପକ୍ଷରୁ ଏହି ୨ କିଲୋମିଟର ରାସ୍ତା ପାଇଁ ୨.୬୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି l କାର୍ଯ୍ୟକ୍ରମ ରେ ବିଧାୟକ ସୁଶାନ୍ତ ରାଉତ, ପ୍ରଣବ ବଳବନ୍ତରାୟ, ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କହଁର ଓ ଅନ୍ୟମାନେ ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes