ରବୀନ୍ଦ୍ର ମଣ୍ଡପରେ ଆରମ୍ଭ ହେଲା ଜନଜାତି ନୃତ୍ୟ ମହୋତ୍ସବ

ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅଧୀନ ଅନୁସୂଚିତ ଜାତି ଓ ଜନଜାତି ଗବେଷଣା ତଥା ପ୍ରଶିକ୍ଷଣ ପ୍ରତିଷ୍ଠାନ ପକ୍ଷରୁ ଏକାଦଶ ଜାତୀୟ ଜନଜାତି ତିନି ଦିନିଆ ନୃତ୍ୟ ମହୋତ୍ସବ ଆଜି ରବୀନ୍ଦ୍ର ମଣ୍ଡପରେ ଆରମ୍ଭ ହୋଇଛି l
ରାଜ୍ୟର 62 ଟି ଜନଜାତିର ନୃତ୍ୟ ପ୍ରଦର୍ଶିତ ହେବ l ଆଜି ମନ୍ତ୍ରୀ ଜଗନ୍ନାଥ ସାରକା ଓ ବିଧାୟକ ମକରନ୍ଦ ମୁଦୁଲି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes