ରମ୍ଭା ଜାତୀୟ ରାଜପଥ ନିକଟରେ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ

ରାୟଗଡ଼ାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍‌ ଗଞ୍ଜାମ ଜିଲ୍ଲା ରମ୍ଭା ଜାତୀୟ ରାଜପଥ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି।

ଏଥିରେ ଦୁଇ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି। ବସରେ ଥିବା ୩୭ ଜଣ ଯାତ୍ରୀ ସୁରକ୍ଷିତ ଉଦ୍ଧାର ହୋଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes