ରଶ୍ମିରେଖାଙ୍କ ମୃତ୍ୟୁ ସୁଇସାଇଡାଲ ହ୍ୟାଙ୍ଗିଙ୍ଗ ଜନିତ

ଭୁବନେଶ୍ୱରରେ ଟେଲି ଅଭିନେତ୍ରୀ ରଶ୍ମିରେଖା ମୃତ୍ୟୁ ମାମଲାରେ ରଶ୍ମିରେଖାଙ୍କ ମୃତ୍ୟୁ ସୁଇସାଇଡାଲ ହ୍ୟାଙ୍ଗିଙ୍ଗ ଜନିତ ବୋଲି ପୋଷ୍ଟମର୍ଟମରୁ ସ୍ପଷ୍ଟ ହୋଇଛି।

ଏ ନେଇ କ୍ୟାପିଟାଲ ହସ୍ପିଟାଲ ସୂଚନା ଦେଇଛି। ପୋଷ୍ଟମର୍ଟମର ୨୪ରୁ ୩୬ ଘଣ୍ଟା ପୂର୍ବରୁ ରଶ୍ମିରେଖାଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ଉଲ୍ଲେଖ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes