ରାଉରକେଲାରେ ମୁଖ୍ୟ ଶାସନ ସଚିବଙ୍କ ବିଭିନ୍ନ କାର୍ଯ୍ୟର ସମୀକ୍ଷା

ରାଉରକେଲା ଗସ୍ତରେ ଥିବା ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ରାଉରକେଲାରେ ଦ୍ବିତୀୟ ବ୍ରାହ୍ମଣୀ ବ୍ରିଜର ନିର୍ମାଣ କାର୍ଯ୍ୟ ଓ ବିପିୟୁଟି ପରିସରରେ ଚାଲିଥିବା ଆନ୍ତର୍ଜାତୀୟ ବିଶ୍ରା ମୁଣ୍ଡା ହକି ଷ୍ଟାଡିୟମ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ଏହି ସମୟରେ ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes