ରାଗିଂ କରିଥିବା ୭ ଛାତ୍ରଙ୍କୁ ସବୁଦିନ ପାଇଁ କ୍ୟାମ୍ପସ୍ ମନା

ଆଣ୍ଟି ରାଗିଂ କମିଟିର ସୁପାରିସ ଅନୁସାରେ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ସ୍କୁଲ୍‌ର ୭ ଜଣ ଛାତ୍ରଙ୍କୁ କ୍ୟାମ୍ପସ୍‌ରୁ ସସ୍‌ପେଣ୍ଡ୍ ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି ଅଧ୍ୟକ୍ଷ।

ଯଦି ଏହି ୭ ଛାତ୍ର କ୍ୟାମ୍ପସ୍‌କୁ ଆସନ୍ତି ପିଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧ୍ୟକ୍ଷ କହିଛନ୍ତି। ଜଣେ ଛାତ୍ରୀକୁ ରାଗିଂ ଅଭିଯୋଗରେ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version