ରାଜଧାନୀରେ ବୋମାମାଡ଼

ଭୁବନେଶ୍ୱର ସ୍ଥିତ ପଳାସୁଣି ଜଗନ୍ନାଥ ବିହାରରେ ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ୨ଟି ବୋମାମାଡ଼ କରିଥିବା ପୁଲିସ ପକ୍ଷରୁ ସୂଚନା ମିଳିଛି ।

ବୋମାମାଡ଼ର କାରଣ ଅସ୍ପଷ୍ଟ ଥିବା ବେଳେ ପୁଲିସର ଛାନ୍‌ଭିନ୍‌ ଜାରି ରହିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes