ରାଜଭବନରେ ଜନଜାତି ଶିଳ୍ପୀ ଓ କାରିଗର ସମ୍ବର୍ଦ୍ଧିତ

ରାଜଭବନରେ ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ କୃତି ଜନଜାତି ଚିତ୍ରକର, ଶିଳ୍ପୀ ଓ କାରିଗରମାନଙ୍କ ସହ ଭାବ ବିନିମୟ କରିବା ସହ ସେମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes