ରାଜଭବନ ଆଗରେ ବିଜୁ ମହିଳା ଜନତା ଦଳର ଧାରଣା

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶା ପ୍ରତି କେନ୍ଦ୍ର ବୈମାତୃକ ମନୋଭାବ ପୋଷଣ କରୁଥିବା ଅଭିଯୋଗ କରି ରାଜଭବନ ଆଗରେ ବିଜୁ ମହିଳା ଜନତା ଦଳ ପ୍ରତିବାଦ କରିବା ସହ ଧାରଣା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version