ରାଜଭବନ ଆଗରେ ବିଜେପିର ଧାରଣା

ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ନେଇ ବିଜେପି ସାଂସଦ, ନେତା
ରାଜଭବନ ଆଗରେ ଧାରଣା ଦେଇଛନ୍ତି।

ଧାରଣାରେ ସାଂସଦ ଅପରାଜିତା ଷଡ଼ଙ୍ଗୀ, ପ୍ରତାପ ଷଡ଼ଙ୍ଗୀ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଧାରଣାରେ ସାମିଲ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes