ରାଜ୍ୟରୁ ଆଉ ୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟର ୬ଟି ଜିଲ୍ଲାରୁ ୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୬ ଜଣ କାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୪ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବର୍ଗର ୧ ଆକ୍ରାନ୍ତ ଥିବା ସ୍ବାସ୍ଥ୍ୟ ବିଭାଗ କହିଛି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ୧୨,୮୮, ୦୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨,୭୮,୭୭୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୭୮ ଜଣ ଚିକିତ୍ସାଧୀନ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes