ରାଜ୍ୟରୁ ଆଉ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟର ୫ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୨୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧୨ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ଏବଂ ଅନ୍ୟ ୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।

ଏ ପର୍ଯ୍ୟନ୍ତ ରାଜ୍ୟରେ ୧୨,୮୮, ୫୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨,୭୯,୨୮୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୩୬ ଜଣ ଚିକିତ୍ସାଧୀନ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes