ରାଜ୍ୟରୁ ଆଉ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟର ୩ ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୧୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୮ ଜଣ କ୍ୱାରାଣ୍ଟାଇନ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୬ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ୧୨,୮୮, ୪୫୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨,୭୯,୧୯୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୭୯ ଜଣ ଚିକିତ୍ସାଧୀନ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes