ରାଜ୍ୟରୁ ଆଉ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟର କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଓ କଟକ ଜିଲ୍ଳାରୁ ଜଣେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ବିଭାଗ କହିଛି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ୧୨,୮୮, ୩୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨,୭୯,୦୧୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୧୮ ଜଣ ଚିକିତ୍ସାଧୀନ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes