ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିକୁ ନେଇ ବିଜେପିର ବିକ୍ଷୋଭ

ବିଭିନ୍ନ ଘଟଣାକୁ ନେଇ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ବିଜେପି ନେତା, କର୍ମୀ ନାରାବାଜି କରୁଛନ୍ତି।

ଏହା ସହ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିଜେପି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes