ରାଜ୍ୟରେ ଆଉ ଜଣେ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ

ମୃତକ ଜଣକ ସୁନ୍ଦରଗଡ଼ ଜିଲ୍ଲାର ୮୨ ବର୍ଷୀୟ ପୁରୁଷ। ସେ ଅନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ।

ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୯,୧୨୮କୁ ବୃଦ୍ଧି ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes