ରାଜ୍ୟରେ ଆଉ ତିନି ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ବାଲେଶ୍ୱର, କଟକ ଓ ସମ୍ବଲପୁର ଜିଲ୍ଳାରେ ତିନି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏବେ ରାଜ୍ୟରେ ମୋଟ 84 ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes