ରାଜ୍ୟରେ ଆଉ ସାତ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ବାଲେଶ୍ୱର, କଟକ, ଗଞ୍ଜାମ ଏବଂ ଖୋର୍ଦ୍ଧା ଜିଲ୍ଲାରେ ସାତ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏବେ ରାଜ୍ୟରେ ମୋଟ 131 ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes