ରାଜ୍ୟରେ ଆଉ ୩୧ କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟା ମଧ୍ୟରେ କଟକ, ଝାରସୁଗୁଡା, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରେ 31 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏବେ ରାଜ୍ୟରେ ମୋଟ 127 ଜଣ ସକ୍ରିୟ ରୋଗୀ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes