ରାଜ୍ୟରେ ଆଉ 11 ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟାରେ ରାଜ୍ୟରେ ଅନୁଗୁଳ, ବଲାଙ୍ଗୀର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ରାୟଗଡା, ସମ୍ବଲପୁର ଜିଲ୍ଲାରେ 11 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l

ଏବେ ରାଜ୍ୟରେ ମୋଟ 87 ଜଣ ସକ୍ରିୟ ରୋଗୀ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes