ରାଜ୍ୟରେ ଆଉ 12 କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ 24 ଘଣ୍ଟାରେ ବାଲେଶ୍ୱର, କଟକ, କନ୍ଧମାଳ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରେ 12 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏବେ ରାଜ୍ୟରେ ମୋଟ 166 ଜଣ କରୋନା ପଜିଟିଭ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes