ରାଜ୍ୟରେ ଆଉ 12 ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଓ କଟକ ଜିଲ୍ଲାରେ 12 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏବେ ରାଜ୍ୟରେ ମୋଟ 148 ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes