ରାଜ୍ୟରେ ଆଉ 19 ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟାରେ ବାଲେଶ୍ୱର, କଟକ, ଗଜପତି, ଖୋର୍ଦ୍ଧା, ନୂଆପଡା ଓ ସମ୍ବଲପୁର ଜିଲ୍ଲାରେ ମୋଟ 19 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି l

ଏବେ ରାଜ୍ୟରେ ମୋଟ 121 ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes