ରାଜ୍ୟରେ ଆଉ 25 କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ବାଲେଶ୍ୱର, ବଲାଙ୍ଗୀର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡ଼ ଜିଲ୍ଲାରେ 25 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏବେ ରାଜ୍ୟରେ ମୋଟ 185 ଜଣ ସକ୍ରିୟ ରୋଗୀ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes