ରାଜ୍ୟରେ ଆଉ 9 ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ବଲାଙ୍ଗୀର, କଟକ, ଯାଜପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରେ 9 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏବେ ରାଜ୍ୟରେ ମାତ୍ର 84 ଜଣ ସକ୍ରିୟ ରୋଗୀ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes