ରାଜ୍ୟରେ ଆହୁରି ୪/୫ ଦିନ ତାତି ଲାଗି ରହିବ

ରାଜ୍ୟରେ ଆହୁରି 4/5 ଦିନ ଗ୍ରୀଷ୍ମ ପ୍ରବାହ ଲାଗି ରହିବ ଏବଂ ଆଭ୍ୟନ୍ତରୀଣ ଅଞ୍ଚଳରେ 2 ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଆଜି କହିଛନ୍ତି l

ତେବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ କମ ତାତି ରହିବ ଏବଂ କାଁ ଭାଁ ବର୍ଷା ହେବାର ସମ୍ଭାବନା ଥିବା ସେ କହିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes