ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ୍‌ ଚେତାବନୀ

ଆଜି ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ରହିଛି।

ଘଣ୍ଟା ପ୍ରତି ୪୦ରୁ ୫୦ କିମି ପବନ ସହ ଝଡ଼ବର୍ଷା ଚେତାବନୀ ଦେଇଛି ପାଣିପାଗ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes