ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି; କିଛି ଅଞ୍ଚଳରେ ତାପମାତ୍ରା ୩୮ଂ

ଆଜିଠୁ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ଯୋଗୁଁ ସାମାନ୍ୟ ଗୁଳୁଗୁଳି ଅନୁଭବ ହୋଇଛି।

ପଶ୍ଚିମା ଝଡ଼ ସକ୍ରିୟ ଥିବାରୁ ୮ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି।ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁରକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes