ରାଜ୍ୟରେ ଜାରି ରହିଛି ବର୍ଷା

ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ଏବଂ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । 

କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁରରେ ସର୍ବାଧିକ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes