ରାଜ୍ୟରେ ଦିନକରେ 17 କୋଭିଡ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ 24 ଘଣ୍ଟା ମଧ୍ୟରେ 17 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜନସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ଆଜି କହିଛନ୍ତି l 134 ଦିନ ମଧ୍ୟରେ ଏହା ସର୍ବାଧିକ l
ରାଜ୍ୟରେ ଏବେ 73 ଜଣ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ଜଣେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes