ରାଜ୍ୟରେ ଦିନକରେ 387 କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟାରେ ରାଜ୍ୟରେ 387 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 2177 ରେ ପହଞ୍ଚିଛି l ଗତ 24 ଘଣ୍ଟାରେ 185 ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes