ରାଜ୍ୟରେ ଦିନକରେ 401 ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟା ମଧ୍ୟର୍ଡ ରାଜ୍ୟରେ 401 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ 44 ଜଣଙ୍କ ବୟସ 18 ବର୍ଷରୁ କମ l ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ 236 ଜଣ କ୍ଵାରେଣ୍ଟାଇନରେ ଥିବା ବେଳେ 165 ଜଣ ସ୍ଥାନୀୟ ସଂକ୍ରମିତ l

ଏବେ ରାଜ୍ୟରେ ମୋଟ 1957 ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes