ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହଜାରେ ଟପିଲା

ଗତ 24 ଘଣ୍ଟାରେ ରାଜ୍ୟରେ 1043 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ 100 ଜଣଙ୍କ ବୟସ 18 ବର୍ଷରୁ କମ l ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ 609 ଜଣ କ୍ଵାରେଣ୍ଟାଇନରେ ଥିବା ବେଳେ 434 ଜଣ ସ୍ଥାନୀୟ ସଂକ୍ରମିତ l

ଏବେ ରାଜ୍ୟରେ ମୋଟ 4825 ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes