ରାଜ୍ୟରେ ନିଯୁକ୍ତି ହେବେ ମୋଟ ୫୩ ହଜାର ଶିକ୍ଷକ

ରାଜ୍ୟରେ ମୋଟ ୫୩ ହଜାର ଶିକ୍ଷକ ନିଯୁକ୍ତି ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ।

୧୧ ହଜାର ଶିକ୍ଷକ ନିଯୁକ୍ତି ସରିଥିବାବେଳେ ୭ ହଜାର ଶିକ୍ଷକ ନିଯୁକ୍ତି ପାଇଁ ମାର୍ଚ୍ଚ ୧୦ରେ ପରୀକ୍ଷା ସରିଛି । ୬ ହଜାର ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି କହିଛନ୍ତି ମନ୍ତ୍ରୀ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes