ରାଜ୍ୟରେ ୧୧ ହଜାର ୭୧୦ଟି ସ୍କୁଲକୁ ବିଦ୍ୟୁତ ସଂଯୋଗ ହୋଇନି: ମନ୍ତ୍ରୀ

ବିଧାୟକ ମୋହନ ମାଝୀଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ଉତ୍ତର ରଖିଛନ୍ତି।

୨୧ ହଜାର ୦୬୫ ସ୍କୁଲରେ ଖେଳ ପଡ଼ିଆ ନାହିଁ, ୪୧ ହଜାର ୯୯୬ ସ୍କୁଲରେ କମ୍ପ୍ୟୁଟର ନାହିଁ, ୬ ହଜାର ୭୮୧ ସ୍କୁଲରେ ଆବଶ୍ୟକୀୟ କ୍ଲାସ ରୁମ୍ ନାହିଁ, ୬୦୧୧ ସ୍କୁଲରେ ଛାତ୍ର ଅନୁପାତରେ ଶିକ୍ଷକ ନାହାନ୍ତି ଏବଂ ୨୦୨୧-୨୨ରେ ମାଧ୍ୟମିକ ସ୍ତରରେ ଡ୍ରପଆଉଟ ହାର ୨୭.୨୬ ବୋଲି ମନ୍ତ୍ରୀ ବିଧାନସଭାରେ ଉତ୍ତର ରଖିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes