ରାଜ୍ୟରେ ୨ ଜଣ ସ୍ୱାଇନ୍ ଫ୍ଲୁ ରୋଗୀ ଚିହ୍ନଟ

ସ୍ୱାଇନ୍ ଫ୍ଲୁ ରୋଗୀ ଚିହ୍ନଟ ନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର।

୨ ରୋଗୀଙ୍କ ମଧ୍ୟରୁ ଜଣେ ୩୮ ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ ୨୮ ବର୍ଷୀୟ ମହିଳା ଅଛନ୍ତି। ଉଭୟେ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍ ଅଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes