ରାଜ୍ୟସଭା ସାଂସଦଙ୍କୁ ଆଦିବାସୀ ସଂଘ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା

ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଆମ୍ବେଦକର ଛକ ନିକଟରେ ନବନିର୍ବାଚିତ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।

ଖଡ଼ିଆଳ ଗସ୍ତ ସମୟରେ ତାଙ୍କୁ ସ୍ବାଗତ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes