ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ପାଳିତ

ଆଜି ରବୀନ୍ଦ୍ର ମଣ୍ଡପରେ ବିଶ୍ୱ ପରିବେଶ ଦିବସ -2022 ପାଳିତ ହୋଇଯାଇଛି l ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତାରେ ସମସ୍ତଙ୍କୁ ଏହି ଦିବସର ଶୁଭେଚ୍ଛା ଜଣାଇଥିଲେ l

କାର୍ଯ୍ୟକ୍ରମରେ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ଯୋଗ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes