ରାଜ୍ୟସ୍ତରୀୟ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ

ଆଜି ଭୁବନେଶ୍ୱରସ୍ଥିତ କୃଷି ଭବନ ପ୍ରେକ୍ଷାଳୟରେ ପ୍ରଥମ ଥର ପାଇଁ ସରକାରୀ ଭାବେ ରାଜ୍ୟସ୍ତରୀୟ ଭାବେ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ ହୋଇଯାଇଛି l
କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ ଏବଂ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes