ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ବର୍ଷେ ମିଳିବ ମାଗଣା ଚାଉଳ

୨୦୨୩ ଜାନୁଆରୀରୁ ଡିସେମ୍ବର ପର୍ଯ୍ୟନ୍ତ ମାଗଣା ଚାଉଳ ମିଳିବା ନେଇ ମୁଖ୍ୟମନ୍ତ୍ରୀ ଆଜି ଘୋଷଣା କରିଛନ୍ତି।

ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମିଳିବ। ଏଥିପାଇଁ ୧୮୫ କୋଟି ଖର୍ଚ୍ଚ ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes