ରାଜ୍ୟ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ

୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ।

ଉଦ୍ୟାନ କୃଷି ବିକାଶ ପାଇଁ ୩୧୨ କୋଟି ବ୍ୟୟବରାଦ ହୋଇଥିବା ବେଳେ କୃଷକ ପରିବାରକୁ ଆୟ ସହାୟତା ପାଇଁ ୧୧୨ କୋଟି ବ୍ୟବସ୍ଥା କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes