ରାଣୀ ଦୁର୍ଗାବତୀଙ୍କ ବଳିଦାନ ଦିବସ ପାଳିତ

କଳାହାଣ୍ଡି ଜିଲ୍ଲା ଏମ ରାମପୁର ବ୍ଳକ ପୌରକେଲା ଠାରେ ଆଜି ଗଣ୍ଡୱାନା ସମାଜ ପକ୍ଷରୁ ରାଣୀ ଦୁର୍ଗାବତୀଙ୍କ ବଳିଦାନ ଦିବସ ପାଳିତ ହୋଇଯାଇଛି ।

ଏଥିରେ ଗଣ୍ଡୱାନା ସମାଜର କାର୍ଯ୍ୟକର୍ତ୍ତା ମାନେ ଯୋଗଦେଇ ରାଣୀ ଦୁର୍ଗାବତୀଙ୍କ ଜୀବନ ଶୈଳୀ ଉପରେ ଆଲୋକପାତ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes