ରାମ ମନ୍ଦିର ପ୍ରତିଷ୍ଠା ନିମନ୍ତେ କଳସ ଯାତ୍ରା ଅନୁଷ୍ଠିତ

ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଉପଖଣ୍ଡ ଉଦଳା ଭୀମତାଳି ଠାରେ ନୂତନ ଭାବେ ଆଜି ପ୍ରଭୁ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ ଆଜି କଳସ ଯାତ୍ରା ଅନୁଷ୍ଠିତ ହୋଇଛି ।

ଏଥିରେ ଶତାଧିକ ମହିଳା ଶ୍ରଦ୍ଧାଳୁ କଳସ ଯାତ୍ରାରେ ସାମିଲ ହୋଇଥିଲେ । ଏଥିପାଇଁ ରାମ ମନ୍ଦିର କମିଟି ତରଫରୁ ସମସ୍ତ ସହଯୋଗ କରାଯାଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes