ରାଷ୍ଟ୍ରପତିଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି l ଏହି ଅବସରରେ ସେ ରାଷ୍ଟ୍ରପତିଙ୍କୁ ସ୍ୱାଧୀନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ଉପରେ ଲିଖିତ ଏକ ପୁସ୍ତକ ‘ପବିତ୍ର ଗ୍ରନ୍ଥାବଳୀ ‘ ପ୍ରଦାନ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes