ରାଷ୍ଟ୍ରପତିଙ୍କ ଭାଷଣ ବେଳେ ୯ ମିନିଟ ଅନ୍ଧାର ମାନିଲା ବିଭାଗ

ଦିନ ୧୧ଟା ୫୬ରୁ ୧୨ଟା ୦୫ ପର୍ଯ୍ୟନ୍ତ ବିଜୁଳି ନଥିବା ମାନିଛି ସୂଚନା ଓ ଲୋକ ସଂପର୍କ ବିଭାଗ।

ବିଜୁଳି ନଥିବାରୁ ସାରା ଅଡିଟୋରିୟମ ଅନ୍ଧାର ଥିଲା। ଏଭଳି ଅନିଚ୍ଛାକୃତ ତ୍ରୁଟି ପାଇଁ ଦୁଃଖିତ କହିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Leave a Comment Cancel reply

This site uses Akismet to reduce spam. Learn how your comment data is processed.

Exit mobile version