ରାଷ୍ଟ୍ରପତି ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଜୁଲାଇ 18 ତାରିଖରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି l ଓଡିଶା ବିଧାନସଭା ନୋଟିସ ବୋର୍ଡରେ ଲାଗିଥିବା ବିଜ୍ଞପ୍ତି ଅନୁସାରେ ଆଜିଠାରୁ 29 ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ହେବ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes