ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା

ଏନଡିଏ ର ରାଷ୍ଟ୍ରପତି ପ୍ରାର୍ଥୀନୀ ଦ୍ରୌପଦୀ ମୁର୍ମୁ ଙ୍କୁ ଆଜି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ରୁ ଭୁବନେଶ୍ୱର ଯିବା ରାସ୍ତାରେ କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ନିକଟରେ ଜିଲ୍ଲାର ବିଭିନ୍ନ ଦଳର ନେତା, କର୍ମୀ ତଥା ଶୁଭେଚ୍ଛୁ ଙ୍କ ପକ୍ଷ ରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes