ରାସ୍ତାକଡ଼କୁ ଓଲଟିଲା ତୀର୍ଥଯାତ୍ରୀ ବସ୍

ବୁଡେନ୍ ଥାନା ସୁଲିଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ପୁରୀରୁ ଶ୍ରୀଜିଉଙ୍କ ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା।

ଆହତଙ୍କୁ ପଦ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ସମସ୍ତେ ଛତିଶଗଡ଼ ଜିଲ୍ଲାର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes