ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଗଜପତି ଜିଲ୍ଲା କଇଠଢେପା ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି।

ଯୁବକ ଜଣକ ରାତିରେ ମାଛମରା ଗାଁକୁ ଯାଇଥିବା ବେଳେ ସକାଳୁ ମୃତଦେହ ଉଦ୍ଧାର ହୋଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes